Monday, August 22, 2016

ଗୋପବନ୍ଧୁ ଦାଶ କୃତ କଠୋପନିଷଦ୍ ର ଓଡ଼ିଆ ପଦ୍ୟାନୁବାଦ 


ପ୍ରଥମ ଅଧ୍ୟାୟ 


ତୃତୀୟ ବଲ୍ଲୀ : ଶ୍ଲୋକ ୧୬



ଫଟୋ କ୍ରେଡ଼ିଟ୍ - ୱିକିମିଡ଼ିଆ କମନ୍ସ୍

ୠଷିପୁତ୍ର ନଚିକେତେ ଅନ୍ତକ କଥିତ
ସୁପବିତ୍ର ସନାତନ ଏ ଚାରୁ ଚରିତ ।

ଯେ ମେଧାବୀ ଶ୍ରଦ୍ଧାଯୁକ୍ତେ ଶୁଣେ ବା ଶୁଣାଏ 
ବ୍ରହ୍ମରୂପେ ବ୍ରହ୍ମଲୋକେ ନିତ୍ୟ ପୂଜା ପାଏ । (ନ.ଉ. ୧।୩।୨୨)

No comments:

Post a Comment