ପ୍ରଥମ ବଲ୍ଲୀ : ଶ୍ଲୋକ ୧୦
|
ଫଟୋ କ୍ରେଡ଼ିଟ୍ - ୱିକିମିଡ଼ିଆ କମନ୍ସ୍ |
ଅଜ୍ଞାନେ ପ୍ରଭେଦ ତହିଁ ଦେଖେ ଯେଉଁ ଜନ
ମରଣାନ୍ତେ ବାରବାର ଭେଟେ ସେ ମରଣ ।
ବ୍ରହ୍ମ ତହୁଁ ଆପଣାକୁ ନ ମଣେ ଯେ ଆନ
ଦେଖେ ନିଜ ହୃଦେ ପୂର୍ଣ୍ଣ ବ୍ରହ୍ମ ବିଦ୍ୟମାନ ।
ସର୍ବ ହୃଦେ ଦେଖେ ପୁଣି ପୂର୍ଣ୍ଣ ବ୍ରହ୍ମରୂପ
ଅତିକ୍ରମେ ସେହି ଏକା ଭବ-ଅନ୍ଧକୂପ । (ନ.ଉ. ୨।୧।୨୭)
No comments:
Post a Comment