Tuesday, September 06, 2016

ଗୋପବନ୍ଧୁ ଦାଶ କୃତ କଠୋପନିଷଦ୍ ର ଓଡ଼ିଆ ପଦ୍ୟାନୁବାଦ 


ଦ୍ୱିତୀୟ ଅଧ୍ୟାୟ 


ପ୍ରଥମ ବଲ୍ଲୀ : ଶ୍ଲୋକ ୧୨


ଫଟୋ କ୍ରେଡ଼ିଟ୍ - ୱିକିମିଡ଼ିଆ କମନ୍ସ୍

ଦେହ ଅଭ୍ୟନ୍ତରେ ହୃଦପଦ୍ମେ ବିଦ୍ୟମାନ
ଜୀବାତ୍ମା ପୁରୁଷ ତହିଁ ଅଙ୍ଗୁଷ୍ଠ ପ୍ରମାଣ ।

ଭୂତ ଭବ୍ୟ ବର୍ତ୍ତମାନ ତ୍ରିକାଳ ଈଶାନ
ତୁଟେ ଭୟ, ହେଲେ ଜୀବ-ବ୍ରହ୍ମ ଏକ ଜ୍ଞାନ । (ନ.ଉ. ୨।୧।୨୭)

No comments:

Post a Comment