ସାରୁ ଚଟଣି
ସରୋଜିନୀ ଚୌଧୁରୀ
ଫଟୋ କ୍ରେଡ଼ିଟ - ୱିକିମିଡ଼ିଆ କମନ୍ସ୍ |
ଗୁଣାଗୁଣ - ସାରୁ ମଧୁର, କଟୁ ରସ, ପିଚ୍ଛିଳ, ଗୁରୁପାକ, ମଳଭେଦକ, ଏବଂ ବାୟୁ ପିତ୍ତ ଓ ଆମଦୋଷର ବୃଦ୍ଧିକାରକ ।
ବି.ଦ୍ର. - ସାରୁ ଚଟଣି ତିଆରିବାର ଏହି ପ୍ରଣାଳୀଟି ସରୋଜିନୀ ଚୌଧୁରୀ (୧୮୮୩-୧୯୫୭)ଙ୍କ ବହି 'ଗୃହିଣୀ ସର୍ବସ୍ୱ'ର ଲାର୍କ ବୁକ୍ସ୍ (ଭୁବନେଶ୍ୱର) ୨୦୦୯ ମସିହାରେ ଛାପିଥିବା ଦ୍ୱିତୀୟ ସଂସ୍କରଣରୁ ନିଆଯାଇଛି । ବହିଟିର ପ୍ରଥମ ସଂସ୍କରଣ ୧୯୨୮ ମସିହାରେ ଛପାଯାଇଥିଲା । ସରୋଜିନୀ ଦେବୀ ଜଣେ ସ୍ୱାଧୀନତା ସଙ୍ଗ୍ରାମୀ ଭାବରେ ଜଣାଶୁଣା । ସେ ଫକୀରମୋହନ ସେନାପତିଙ୍କର ସର୍ବକନିଷ୍ଠ କନ୍ୟା ତଥା ଶିଳ୍ପୀ ବିପିନବିହାରୀ ଚୌଧୁରୀଙ୍କର ମାତା ।
No comments:
Post a Comment